ବର୍ଷାଙ୍କ ନାଁରେ ଅନୁଭବ କହିଲେ, ଅଲଗା ହେବା ପରେ ମୋ ସହ ସେ ଯାହା କଲେ ଆଗରୁ କରିଥିଲେ ମୁଁ ଆଜି ଏ ଦିନ ଦେଖି ନଥାନ୍ତି!!
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଓଲିଉଡର ଷ୍ଟାର ଦମ୍ପତ୍ତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦରେ ଗତ ୨୧ ତାରିଖରେ ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଥିଲେ। ତଳ କୋର୍ଟଙ୍କ ରାୟକୁ ଖାରଜ କରି ଅନୁଭବଙ୍କୁ ଛାଡ଼ପତ୍ର ଆବେଦନ ପାଇଁ ହାଇକୋର୍ଟ ଅନୁମତି ଦେଇଥିଲେ। ପୂର୍ବରୁ ପରିବାର କୋର୍ଟ ଏହି ମାମଲାର ଶୁଣାଣି କରି ଛାଡ଼ପତ୍ର ଆବେଦନକୁ ଖାରଜ କରିଦେଇଥିଲେ। ଏବେ ହାଇକୋର୍ଟଙ୍କ ରାୟ ପରେ ଷ୍ଟାର ଦମ୍ପତ୍ତିଙ୍କୁ ନେଇ ବେଶ୍ ଚର୍ଚ୍ଚା … Read more