Special Report

କଲେଜ୍ ଭିତରେ ଚାଲିଛି ଖେଳ,ଦିନରେ ପାଠପଢା ରାତିରେ ଦେହଜିବିଙ୍କ ଆଡ୍ଡା!

 

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଦିନକୁ ଦିନ ସମାଜରେ ଅଜବଗଜବ ଘଟଣା ସବୁ ଘଟିଚାଲିଛି। ଦୁନିଆ ଯେତେ ଆଗାଉଛି, ସେତିକି ସେତିକି ମଣିଷ ନିଷ୍ଠୁର ପାଲଟି ଯାଉଛି।

ସମସ୍ତେ ନିଜ ସୁଖ ସୁବିଧା ପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ପଛଉନାହାନ୍ତି। ତେବେ ବନ୍ଧୁଗଣ ସୋସିଆଲ ମିଡ଼ିଆର ଯୁବପିଢି ଏମିତି କିଛି କାରନାମା କରିବାକୁ ଉଦ୍ୟମ କରୁଛନ୍ତି, ଯାହାଦ୍ୱାରା ସେମାନେ ଚର୍ଚ୍ଚାକୁ ଆସୁଛନ୍ତି।

ବନ୍ଧୁଗଣ ଦିନକୁ ଦିନ ଦୁନିଆ ପରିବର୍ତ୍ତନ ହେବାରେ ଲାଗିଛି। ତେବେ ବନ୍ଧୁଗଣ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି। ବନ୍ଧୁଗଣ ହିଞ୍ଜିଳିସ୍ଥିତ ସାଇନ୍ସ କଲେଜର ଗତ ୨ ବର୍ଷ ହେଲା ସେ-କ୍ସ ରାକେଟ ଚାଲିଥିବା ଅଭିଯୋଗ ହେବା ପରେ

ଏହାକୁ ନେଇ ରିପୋର୍ଟ ପାଇବା ପରେ ଉଚ୍ଚଶିକ୍ଷା ବିଭାଗ ତୁରନ୍ତ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ବ୍ରହ୍ମପୁର ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି। ଯିଏକି ଅଭିଯୋଗର ଯାଞ୍ଚ କରି ସତ ପଦାକୁ ଆଣିବେ।

ଏଥିରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା, କଲେଜ ପରିସରର ସ୍ଥିତିକୁ ଯାଞ୍ଚ କରିବା ପରେ ବିଭାଗକୁ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରାଯିବ। କଲେଜ କର୍ତ୍ତୃପକ୍ଷ ଏହି ଅଭିଯୋଗକୁ ଖଣ୍ଡନ କରି ଏହାକୁ ଭିତ୍ତିହୀନ ବୋଲି କହୁଥିବା ବେଳେ

ଏହାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଉଭୟ ବିଜେପି ଓ କଂଗ୍ରେସ ଏହି ଅଭିଯୋଗକୁ ଖଣ୍ଡନ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି।

ଏହାସହ ଓଡ଼ିଶାର ଅନ୍ୟ କଲେଜଗୁଡ଼ିକରେ ମଧ୍ୟ ଅନିୟମିତତା ଏବଂ ଦୁର୍ନୀତି ହୋଇଛି ବୋଲି ଅଭିଯୋଗ ରହିଛି। ଯଦି ତଦନ୍ତର ଫଳାଫଳ ସେ-କ୍ସ ରାକେଟ୍ ଦାବିକୁ ପ୍ରମାଣିତ କରେ,

ତେବେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉଚ୍ଚଶିକ୍ଷା ବିଭାଗର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ବଚ୍ଛ ଶୈକ୍ଷିକ ବାତାବରଣ କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର ବିଷୟ ଏବେ ପାଲଟିଛି।

Leave a Reply

Your email address will not be published. Required fields are marked *